ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ୍) ର କନିଷ୍ଠ ଯନ୍ତ୍ରୀ ସୁମନ୍ତ ନାଏକ। ଠିକା କାମର ସିକ୍ୟୁରିଟି ଟଙ୍କା ଫେରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ସୂଚନା ମିଳିଛି।