ଭୁବନେଶ୍ୱର: ନିର୍ଦ୍ଧାରିତ ସମୟରେ ଆସି ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ପହଂଚିଛନ୍ତି। ଦିନିକିଆ ଗସ୍ତରେ ଉପରାଷ୍ଟ୍ରପତି ଓଡିଶା ଆସିଥିବାବେଳେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ପୁଲିସ ଡିଜି ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଛନ୍ତି। ସୂଚନା ଥାଉ କି ଓୟୁଏଟି ଓ ନାଇଜର୍ର ଦୀକ୍ଷାନ୍ତ ସମାରୋହରେ ଯୋଗଦେବାକୁ ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ୍ ଭୁବନେଶ୍ବର ଆସିଛନ୍ତି।

