8 Dec 2025, Mon

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡା ରେ ପହଞ୍ଚିଲେ

ଝାରସୁଗୁଡ଼ା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଝାରସୁଗୁଡାର ଅମଲୀପାଲିସ୍ଥିତ ପଡ଼ିଆରେ ଯୁବ ସମାବେଶରେ ପହଞ୍ଚି ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିବାନ ବନ୍ଦରରେ ଓହ୍ଲାଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ ପହଞ୍ଚିଥିଲେ।

Leave a Reply

Your email address will not be published. Required fields are marked *