8 Dec 2025, Mon

ଅମଲିପାଲି ଯୁବ ସମାବେଶରେ ମୋଦୀ

ଝାରସୁଗୁଡା :  ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।
ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ କରିଥିଲେ । ଲୋକଙ୍କ ଉକ୍ରଣ୍ଠା ଦେଇ ମୋଦୀ କାର ଭିତରୁ ବାହାରି ଆସି ହାତ ହଲାଇଥିଲେ ।

Leave a Reply

Your email address will not be published. Required fields are marked *