6 Dec 2025, Sat

ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ, ନୂଆ ପରୀକ୍ଷା ତାରିଖ ଘୋଷଣା କରିବ ଓପିଆରବି

  ଭୁବନେଶ୍ୱର :        ପୁଲିସ ଏସ୍ଆଇ ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ଆଗାମୀ ୫ ଓ ୬ ତାରିଖରେ ହେବାବୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି। ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

ଅନିବାର୍ଯ୍ୟ କାରଣ ପାଇଁ ଆଗାମୀ ୫ ଓ ୬ ତାରିଖରେ ହେବାବୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି। ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୧୨୦ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରରୁ ଉଠାଇ ଆଣିଥିଲା ପୁଲିସ। ବ୍ରହ୍ମପୁରକୁ ଏହି ଛାତ୍ରମାନଙ୍କୁ ଆଣି ପୁଲିସ ପଚରାଉଚରା କରୁଛି।

Leave a Reply

Your email address will not be published. Required fields are marked *