20 Jan 2026, Tue

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପ​‌ରେ ବାଜିପାରେ ମୋହର

ଭୁବନେଶ୍ୱର : ଶନିବାର ରାଜ୍ୟ କ୍ୟାବିନେଟ୍‌ ଗୁରୁତ୍ବପୂର୍ଣ୍ଣ ବୈଠକ। ସନ୍ଧ୍ୟା ୫ଟାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *