5 Dec 2025, Fri

ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

ଆଦ୍ୟାଶା ନିଉଜ ଡେସ୍କ : ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ମାତ୍ର ୩୪ ବର୍ଷ ବୟଷ ରେ ଦେହାନ୍ତ ।
 ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି । ଆଉ ସେ ଚିରନିଦ୍ରାରେ ଶୋଇଯାଇଛନ୍ତି ।

Leave a Reply

Your email address will not be published. Required fields are marked *