ଭୁବନେଶ୍ବର : ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଦାଖଲ କରାଯାଇଥିବା ଅଯୋଗ୍ୟତା ଆବେଦନକୁ ଖାରଜ କରାଯାଇଛି। ଆବେଦନକୁ ଖାରଜ କରାଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ।