24 Jun 2026, Wed

ଭିଜିଲାନ୍ସ ଜାଲରେ ସମ୍ବଲପୁର କାଡା ଡିଭିଜନର ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ବର : ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସମ୍ବଲପୁର ଡିଭିଜନର କାଡା (କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି)ର ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ସମ୍ବଲପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୪ ଜଣ DSP, ୧୩ ଜଣ ଇନ୍ସପେକ୍ଟର, ୭ ଜଣ ASI ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଉଛି।

Leave a Reply

Your email address will not be published. Required fields are marked *