8 Dec 2025, Mon

ସ୍ବାମୀ ଓ ସ୍ତ୍ରୀ ଙ୍କୁ ଦଳିଦେଲା ବଣୁଆ ହାତୀ

ପାଇକମାଳ: ଫସଲ ଜଗିବା ହେଲା କାଳ। ସ୍ବାମୀ ଓ ସ୍ତ୍ରୀ ଉଭୟଙ୍କୁ ଦଳିଦେଲା ବଣୁଆ ହାତୀ। ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଧାନ୍ଦୁପାଲି ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଧାନ୍ଦୁପାଲି ଗାଁର ବଳରାମ ରଣା ଓ ଶଶୀ ରଣା ନିଜ ବିଲରେ ପରିବା ଚାଷ କରିଥିଲେ। ସବୁଦିନ ପରି ଗତକାଲି ରାତିରେ ଦମ୍ପତି  ରାତିରେ ଫସଲ ଜଗିଥିଲେ।

ଧାନ୍ଦୁପାଲି ଗାଁର ବଳରାମ ରଣା ଓ ଶଶୀ ରଣା ନିଜ ବିଲରେ ପରିବା ଚାଷ କରିଥିଲେ। ସବୁଦିନ ପରି ଗତକାଲି ରାତିରେ ଦମ୍ପତି  ରାତିରେ ଫସଲ ଜଗିଥିଲେ। ଆଜି ସକାଳେ ତାଙ୍କ ପରିବାର ଲୋକ ବିଲକୁ ଯାଇଥିବା ବେଳେ ଉଭୟଙ୍କୁ ହାତୀ ଆକ୍ରମଣ କରି ମାରିଦେଇଥିବା ଓ ଫସଲ ନଷ୍ଟ କରିଥିବା ଦେଖିବାକୁ ପାଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଆଜି ସକାଳେ ତାଙ୍କ ପରିବାର ଲୋକ ବିଲକୁ ଯାଇଥିବା ବେଳେ ଉଭୟଙ୍କୁ ହାତୀ ଆକ୍ରମଣ କରି ମାରିଦେଇଥିବା ଓ ଫସଲ ନଷ୍ଟ କରିଥିବା ଦେଖିବାକୁ ପାଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

Leave a Reply

Your email address will not be published. Required fields are marked *