21 Jan 2026, Wed

Latest

ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରି‌ବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ହରିୟାଣାର ଅମ୍ବାଲା ବାୟୁସେନା...

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ନୂଆପଡ଼ା: ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କପୁଅଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ...

ପଞ୍ଜାବ ସରହିନ୍ଦ ଷ୍ଟେସନ୍‌ରେ ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ଆଦ୍ୟାଶା ନିଉଜ ଡେସ୍କ :ଲୁଧିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ​​​​​​​ରେ ଭୟଙ୍କର ଅଗ୍ନିକାଣ୍ଡ। ପଞ୍ଜାବର ସରହିନ୍ଦ ରେଳ...

ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେ ୩ ଆଫଗାନୀ କ୍ରିକେଟର୍‌ ମୃତ

ଆଦ୍ୟାଶା ନିଉଜ ଡେସ୍କ : ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି ବୋଲି...

ଚାଞ୍ଚଲ୍ୟ! : ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ , ଅଭିଯୁକ୍ତ ଫେରାର

ଭୁବନେଶ୍ୱର : ରାଜଧାନୀରେ ଘଟିଛି ଲୋମହର୍ଷଣକାରୀ ଘଟଣା। ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ପୀଡ଼ିତାଙ୍କ ଘର ବିହାରରେ। ଏମିତି...