23 Sep 2026, Wed

ଓଡିଶା

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ନୂଆପଡ଼ା: ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କପୁଅଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ...

ଚାଞ୍ଚଲ୍ୟ! : ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ , ଅଭିଯୁକ୍ତ ଫେରାର

ଭୁବନେଶ୍ୱର : ରାଜଧାନୀରେ ଘଟିଛି ଲୋମହର୍ଷଣକାରୀ ଘଟଣା। ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ପୀଡ଼ିତାଙ୍କ ଘର ବିହାରରେ। ଏମିତି...

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ : ୯ ଜଣିଆ ଗ୍ୟାଙ୍ଗକୁ ଧରିଲା କେନ୍ଦୁଝର ଟାଉନ ଥାନା ପୁଲିସ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

କେନ୍ଦୁଝର : ଏକ ବ୍ୟାଙ୍କରେ ଡକାୟତି ଯୋଜନାକୁ ପଣ୍ଡ କରିଛି କେନ୍ଦୁଝର ଟାଉନ ଥାନା ପୁଲିସ। ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ...